ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । କଟକରେ ମଧ୍ୟ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । କୋଭିଡର ମୁକିବିଲା ପାଇଁ କଟକ ଏସସିବି ମେଡିକାଲ ବ୍ୟାପକ ପ୍ରସ୍ତୁତ ଅଛି ବୋଲି ହସ୍ପିଟାଲ ପକ୍ଷରୁ କୁହାଯାଇଛି ।
#CuttackNews #SCB #OdishaSambadNews
***
This is an official YouTube Channel of Odisha's leading 24x7 Odia news website www.odishasambad.in. Part of Bhubaneswar-based Frontier Media, which also owns
Odisha's premier English news website www.odishabytes.com and dedicated education & employment news website www.educationbytes.in
***
Disclaimer: The visuals used in this video are not intended at infringement of copyright. It is purely meant for news purpose.